Month: October 2022

ବେନୁପଡ଼ା ଗାଦିବ୍ରହ୍ମ ମଠର ନୂତନ ମହନ୍ତ ବାବାଜୀ ଶିଶିର ଦାସଙ୍କର ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ(କିଶୋର ଦ୍ବିବେଦୀ): ପୁରୀ ଜିଲ୍ଲାର ଡେଲାଙ୍ଗ ବ୍ଲକ୍‍ସ୍ଥିତ ବେନୁପଡ଼ାଠାରେ ଥିବା ପ୍ରସିଦ୍ଧ ଗାଦିବ୍ରହ୍ମ ପୀଠ ମଠର ନୂତନ ମହନ୍ତ ବାବାଜୀ ଶ୍ରୀଶ୍ରୀ ଶିଶିର ଦାସ ଦାୟିତ୍ୱ ଗ୍ରହଣ...

ଅଷ୍ଟ୍ରେଲିଆର ପ୍ରବାସୀ ଓଡ଼ିଆଙ୍କ ତରଫରୁ ଓରିଓଜ ସ୍ପୋର୍ଟସ୍ ଫେଷ୍ଟ-୨୦୨୨ ଆୟୋଜନ

କାନବେରା (କିଶୋର ଦ୍ବିବେଦୀ) ଅଷ୍ଟ୍ରେଲିଆର ଓଡ଼ିଆ ଅଧିବାସୀମାନେ ନିକଟରେ ମହା ଆନନ୍ଦ, ପ୍ରବଳ ଉତ୍ସାହ ଓ ଅସୀମ ଉଦ୍ଦୀପନା ମଧ୍ୟରେ ରାଜଧାନୀ କାନବେରାଠାରେ "ଓରିଓଜ ସ୍ପୋର୍ଟସ୍ ଫେଷ୍ଟ-୨୦୨୨"...

ଦିଲ୍ଲୀରେ ଇଞ୍ଜିନିୟର ପାତ୍ରଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ(କିଶୋର ଦ୍ବିବେଦୀ) ଦିଲ୍ଲୀଠାରେ ସ୍ୱର୍ଗତଃ ଇଞ୍ଜିନିୟର ଅମୂଲ୍ୟ ପାତ୍ରଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି। ଏହି ଉପଲକ୍ଷେ ଏଠାକାର ତ୍ୟାଗରାଜ ନଗରସ୍ଥିତ ଜଗନ୍ନାଥ ମନ୍ଦିରଠାରେ ଆୟୋଜିତ ଏକ...

You cannot copy content of this page