ସହିଦ ଭଗତ ସିଂ ଯୁବକ ସଂଘ ପକ୍ଷରୁ ରକ୍ତଦାନ ଶିବିର।

0

ବ୍ୟାସନଗର(ସଂକେତ ଖବର)ଯାଜପୁର ବ୍ୟାସନଗର ରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସହିଦ ଭଗତ ସିଂ ଯୁବକ ସଂଘ ପକ୍ଷରୁ ରେଡକ୍ରସ ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ର ମୁଖ୍ୟ ରାଜେନ୍ଦ୍ର ବିଶ୍ୱାଳ ଙ୍କ ନେତୃତ୍ୱରେ ଅନୁଷ୍ଠିତ ରକ୍ତଦାନ ଶିବିର ରେ ଅନ୍ୟ ସଦସ୍ୟ ମାନେ ସାମିଲ ହୋଇଥିଲେ। ଏଥିରେ ମୋଟ 20 ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।

Leave a Reply

Your email address will not be published. Required fields are marked *

You cannot copy content of this page