ଓଡ଼ିଆ ଭାଷାରେ ଇଂଜିନିୟରିଂ ଶିକ୍ଷା ପାଇଁ ଏମଓୟୁ ସ୍ବାକ୍ଷରିତ

0

ଭୁବନେଶ୍ୱର (ସଙ୍କେତ ଖବର): ଓଡ଼ିଆ ଭାଷାରେ ଇଂଜିନିୟରିଂ ଶିକ୍ଷା ପାଇଁ ଏମଓୟୁ। ଏଣିକି ଓଡ଼ିଆ ଭାଷାରେ ଇଂଜିନିୟରିଂ ପାଠ୍ୟକ୍ରମ ପାଇଁଁ ଅଖିଳ ଭାରତୀୟ ବୈଷୟିକ ଶିକ୍ଷା ପରିଷଦ (ଏଆଇସିଟିଇ)(AICTE) ଏବଂ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା (ଆଇଓଏସଆର)(IOSR) ମଧ୍ୟରେ ଆଜି ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତି ରେ ଭୁବନେଶ୍ୱର ସ୍ଥିତ ଆଇଆଇଟି ଖଡ଼ଗପୁରର ପରିବର୍ଦ୍ଧିତ କ୍ୟାମ୍ପସ ରେ ଏହି ଏମଓୟୁ ସ୍ବାକ୍ଷରିତ ହୋଇଛି।

Leave a Reply

Your email address will not be published. Required fields are marked *

You cannot copy content of this page